ରାଜ୍ୟରେ ଆଖି ବୁଜିଲେ ୧୫ କରୋନା ଆକ୍ରାନ୍ତ

ଭୁବନେଶ୍ୱର:-ରାଜ୍ୟରେ କରୋନାରେ ଆଉ୧୫ ଜଣଙ୍କ ମୃତ୍ୟୁ ଘଟିଛି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧,୬୪୦ ରେ ପହଞ୍ଚି ଯାଇଛି।୧୫ ଜଣଙ୍କ ମଧ୍ୟରୁ ସୁନ୍ଦରଗଡ଼ରୁ ସର୍ବାଧିକ ୪ ଜଣ, ଭୁବନେଶ୍ୱର ଓ କେନ୍ଦୁଝରରୁ ୨ଜଣ ଲେଖାଏ, ଅନୁଗୋଳ, ବଲାଙ୍ଗିର, କଟକର, ଗଞ୍ଜାମ, ଝାରସୁଗୁଡ଼ା, ଖୋର୍ଦ୍ଧା ଓ ସମ୍ବଲପୁରରୁ ଜଣେ ଲେଖାଏଙ୍କର ମୃତ୍ୟୁ ହୋଇଛି।

Leave a Reply

Your email address will not be published. Required fields are marked *