ଭୁବନେଶ୍ବରରୁ ଚିହ୍ନଟ ହେଲେ ୧୦୪୮ କରୋନା ଆକ୍ରାନ୍ତ,

ଭୁବନେଶ୍ବର:-ଭୁବନେଶ୍ବରରେ କରୋନା ସଂକ୍ରମଣ ବ୍ୟାପକ ଭାବେ ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ଭୁବନେଶ୍ବରରେ ୧୦୪୮ ଜଣ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସେଥିମଧ୍ୟରୁ କ୍ବାରେଣ୍ଟାଇନରୁ ୧୫୧ ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମିତ ରହିଛନ୍ତି ୮୯୭ ଜଣ । ଏହାକୁ ମିଶାଇ ଭୁବନେଶ୍ବରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଛି ୫୧୪୯୬ । ତେବେ ବର୍ତ୍ତମାନ ସୁଦ୍ଧା ମୋଟ ୪୧୧୩୬ ଜଣ ସୁସ୍ଥ ହୋଇସାରିଛନ୍ତି । ୨୭୯ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ହଜାର ୬୦ ଆକ୍ଟିଭ୍ କେସ୍‌ ରହିଛି ।

Leave a Reply

Your email address will not be published. Required fields are marked *