ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ପାଇଁ ଚୂଡ଼ାନ୍ତ ସଂରକ୍ଷଣ ତାଲିକା ପ୍ରକାଶ

ଭୁବନେଶ୍ବର:-ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଚୂଡ଼ାନ୍ତ ସଂରକ୍ଷଣ ତାଲିକା । ପଞ୍ଚାୟତିରାଜ ବିଭାଗ ପକ୍ଷରୁ ସଂରକ୍ଷଣ ତାଲିକା ପ୍ରକାଶ ପାଇଛି। ୧୫ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ମହିଳାଙ୍କ ପାଇଁ ସଂରକ୍ଷିତ ।୭ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅନୁସୂଚିତ ଜନଜାତି ପାଇଁ ସଂରକ୍ଷିତ । ଅନୁସୂଚିତ ଜାତି ପାଇଁ ୫ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ସଂରକ୍ଷିତ । ୧୦ଟି ଜିଲ୍ଲା ପରିଷଦ ଅଧ୍ୟକ୍ଷ ପଦ ଅଣ ସଂରକ୍ଷିତ ରହିଛି।

Leave a Reply

Your email address will not be published. Required fields are marked *