ଭିଜିଲାନ୍ସ ଜାଲରେ ଡିଏଫଓ ଓ ଡେପୁଟି ରେଞ୍ଜର

ବଲାଙ୍ଗୀର:ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ଡିଏଫଓ । ବଲାଙ୍ଗିର ପାଟଣାଗଡରେ କେନ୍ଦୁପତ୍ର ଫଡି ମରାମତି ବିଲ୍ ପାସ୍ କରାଇବା ପାଇଁ ଲାଞ୍ଚ ନେଉଥିବା ବେଳେ ଡିଏଫଓ ପ୍ରଣବ ମହାନ୍ତି ଓ ଡେପୁଟି ରେଞ୍ଜର ତ୍ରିଲୋଚନ ଦେହୁରୀ ।କେନ୍ଦୁପତ୍ର ଫଡି ବିଲ୍ ପାସ୍ କରାଇବା ପାଇଁ ସେମାନେ ୧ ଲକ୍ଷ ୬୬ ହଜାର ଟଙ୍କା ଲାଞ୍ଚ ନେଉଥିଲେ । ଏହି ଚଢାଉରେ ବଲାଙ୍ଗିର, ବରଗଡ଼ ଓ ସମ୍ବଲପୁର ସ୍ଥିତ ଭିଜିଲାନ୍ସ ଟିମ୍  ସାମିଲ ହୋଇଛନ୍ତି ।

Leave a Reply

Your email address will not be published. Required fields are marked *