ବିଏମସି ଅଫିସକୁ ସାଧାରଣ ଲୋକଙ୍କ ପ୍ରବେଶ ମନା:

ଭୁବନେଶ୍ୱର;-ବିଏମସି ଅଫିସକୁ ସାଧାରଣ ଲୋକଙ୍କ ପ୍ରବେଶ ଉପରେ ଲାଗିଲା କଟକଣା । ରାଜଧାନୀରେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ବଢିବାରୁ ବିଏମସି ପକ୍ଷରୁ ଏପରି ପଦକ୍ଷେପ ନିଆଯାଇଛି । ଭୁବନେଶ୍ୱର ମହାନଗର ନିଗମ ଅଂଚଳରେ ଆଜିଠାରୁ ଆହୁରୀ କଡାକଡି ଭାବେ କଟକଣା ଜାରି କରାଯିବ । ସାମାଜିକ ଦୂରତା ଓ ମାସ୍କ ବ୍ୟବହାର ଉପରେ ବିଏମସି ଗୁରୁତ୍ୱ ଦିଆଯିବ । ଯେଉଁମାନେ କରୋନା କଟକଣା ମାନିବେ ନାହିଁ ସେମାନଙ୍କ ବିରୋଧରେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ ।

Leave a Reply

Your email address will not be published. Required fields are marked *