ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ଆଉ ୪୩ ଜଣ

ଭୁବନେଶ୍ୱର: ରାଜ୍ୟରେ ଆଉ ୪୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଯାବତ୍‌ ରାଜ୍ୟରେ ୪୩୬ ଜଣ ସୁସ୍ଥ ହେଲେଣି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସୁସ୍ଥ ହୋଇଥିବା ୪୩ ଜଣ ବ୍ୟକ୍ତିଙ୍କ ମଧ୍ୟରୁ ଅନୁଗୁଳରୁ ୧୫ଜଣ, ଗଞ୍ଜାମ, ରାଉରକେଲା ଓ ଯାଜପୁରରୁ ୮ ଜଣ ଲେଖାଏ, ପୁରୀ, କେନ୍ଦ୍ରାପଡ଼ା, କଟକ ଓ ବୌଦ୍ଧରୁ ଜଣେ ଲେଖାଏ ଅଛନ୍ତି। 

Leave a Reply

Your email address will not be published. Required fields are marked *