ରାଜଧାନୀରୁ ୧୩୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର:-ଆଜି ରାଜଧାନୀ ଭୁବନେଶ୍ୱରରୁ ୧୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୧୩୩ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୯୬ ଓ ସ୍ଥାନୀୟ ଅଞ୍ଚଳରୁ ୩୭ଜଣ ଚିହ୍ନଟ ହୋଇଛନ୍ତି । ଅନ୍ୟପଟେ ଆଜି ୨୦୦ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୪୦୬୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୬୭୩ ଜଣ ସୁସ୍ଥ ହୋଇଛନ୍ତି ଓ ୨୦ ଜଣଙ୍କର ମୃତ୍ୟୁ ହୋଇଛି ।

Leave a Reply

Your email address will not be published. Required fields are marked *