ଦେଶ ବିଦେଶ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କ ଦେହାନ୍ତ admin August 31, 2020 ନୂଆଦିଲ୍ଲୀ, : – ଲମ୍ବା ଚିକିତ୍ସା ପରେ ମଧ୍ୟ ଭଲ ହୋଇ ପାରିଲେନି ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମଖାର୍ଜୀ। ଶେଷରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମଖାର୍ଜୀଙ୍କ ପରଲୋକ ହୋଇଯାଇଛି । ସେ ଅନେକ ଦିନ ଧରି ଭେଣ୍ଟିଲେଟରରେ ଥିଲେ। ତାଙ୍କର ଚିକିତ୍ସା ନୂଆଦିଲ୍ଲୀ ସ୍ଥିତ ସେନା ହସ୍ପିଟାଲରେ ଜାରି ରହିଥିଲା।