କରୋନାରୁ ଆରୋଗ୍ୟ ହେଲେ ୭୬୬୪ ଆକ୍ରାନ୍ତ
ଭୁବନେଶ୍ୱର:-ମହାମାରୀ କରୋନାରୁ ଆଜି ୭୬୬୪ ଜଣ ଆରୋଗ୍ୟ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୪୩୯୩୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଛି।ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତ … Read More










