ବ୍ରାହ୍ମଣୀ ନଦୀରେ ଗାଧୋଇବାକୁ ଯାଇ ବୁଡିଗଲେ ୪ ଜଣ, ଜଣେ ମୃତ
କେନ୍ଦ୍ରାପଡ଼ା:- ବ୍ରାହ୍ମଣୀ ନଦୀରେ ଗାଧୋଇବାକୁ ଯାଇ ଦୁଇ ଜଣ ଛାତ୍ରଙ୍କ ସମେତ ୪ ଜଣ ବୁଡ଼ିଯାଇଛନ୍ତି। ସେମାନଙ୍କ ମଧ୍ୟରୁ ଜଣଙ୍କର ମୃତଦେହ ମଳିଛି। ଅନ୍ୟ ୨ ଜଣଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଜଣେ ନିଖୋଜ ହୋଇଯାଇଛନ୍ତି। କେନ୍ଦ୍ରାପଡ଼ା ଜିଲ୍ଲା ନିକିରାଇ … Read More










