ନିଦ ହଜାଇ ଦେଲା ଗୁଣ୍ଡିଚା ମନ୍ଦିର ଦଳାଚକଟା ଅଘଟଣ
ଭୁବନେଶ୍ବର:- ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦଳାଚକଟାରେ ୩ ଶ୍ରଦ୍ଧାଳୁଙ୍କ ଅକାଳ ବିୟୋଗ ରାଜ୍ୟ ସରକାରଙ୍କ ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଛି। ଅଘଟଣକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବ୍ୟକ୍ତିଗତ ଭାବେ ସମସ୍ତ ଜଗନ୍ନାଥ ପ୍ରେମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା … Read More










