ଫିଲ୍ମ ‘ପୁଷ୍ପା’ର ଗୀତ ‘Oo Antava’ ପାଇଁ ସାମନ୍ଥା ନେଇଛନ୍ତି ଏତିକି କୋଟି ଟଙ୍କା,

ନୂଆଦିଲ୍ଲୀ:- ସାଉଥ ସୁପରଷ୍ଟାର ଅଲ୍ଲୁ ଅର୍ଜୁନଙ୍କ ହିଟ୍ ଫିଲ୍ମ ‘ପୁଷ୍ପା’ପିଲ୍ମ ବକ୍ସ ଅଫିସ୍‌ରେ ଧମାଲ୍‌ କରିଛି । ଛୋଟରୁ ବଡ ଯାଏଁ ସମସ୍ତେ ଏହି ଫିଲ୍ମର ଡାଇଲଗକୁକୁ ମୁହଁରେ ରଖିଛନ୍ତି । ତେବେ ଏହି ଫିଲ୍ମର ଗୀତ ଗୁଡିକୁ ମଧ୍ୟ ସେତେ ଚର୍ଚ୍ଚାକୁ … Read More

ରାଜଧାନୀ ଉପକଣ୍ଠ ବାଲିଅନ୍ତାରେ ଫୁଟିଲା ବୋମା

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠ ବାଲିଅନ୍ତାରେ ଫୁଟିଲା ବୋମା । ଜାଗାବାଡ଼ିକୁ କେନ୍ଦ୍ର କରି ରାଜଧାନୀ ଉପକଣ୍ଠରେ ବୋମାମାଡ଼ । ବାଲିଅନ୍ତା ଥାନା ସରକଣାରେ ହୋଇଥିବା ଏହି ବୋମାମାଡରେ ଉଡ଼ିଗଲା ଘରର ଟିଣ । ସୂଚନା ମୁତାବକ ଜାଗା ବିକ୍ରି ବାବଦ କମିଶନ ଟଙ୍କାକୁ … Read More

ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ନାମାଙ୍କନ ଦାଖଲ

ଭୁବନେଶ୍ବର:-ପଞ୍ଚାୟତ ନିର୍ବାଚନ ପାଇଁ ଆଜିଠୁ ଆରମ୍ଭ ହେବ ନାମାଙ୍କନ ଦାଖଲ । ୨୧ ତାରିଖ ଯାଏ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଚାଲିବ । ୨୨ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ହେବ । ୨୫ ତାରିଖ ପ୍ରତ୍ୟାହାର ପରେ ପ୍ରକାଶ ପାଇବ ଚୂଡ଼ାନ୍ତ … Read More

କଟକରେ ବେଆଇନ ଭ୍ରୂଣ ଚିହ୍ନଟ ଅଭିଯୋଗ ପରେ ଚଢାଉ

କଟକ:- କାଠଗୋଲା ସାହିରେ ଥିବା ଏକ ଘରୋଇ ପାଥୋଲାବ ଓ ଡାଇଗ୍ନୋଷ୍ଟିକ ସେଣ୍ଟର ଉପରେ ପୋଲିସ ଚଢ଼ାଉ କରିଛି । ଏଠାରେ ବେଆଇନ ଭାବେ ଭ୍ରୂଣ ଚିହ୍ନଟ ହେଉଥିବା ଅଭିଯୋଗ ପରେ ଚଢାଉ କରିଛି ପୋଲିସ । ଜୋନ-୨ ଏସିପିଙ୍କ ନେତୃତ୍ଵରେ ପୋଲିସ … Read More

ବାରଙ୍ଗ ଅଞ୍ଚଳରେ ହାତୀ ଆତଙ୍କ, ଘଉଡାଇବାରେ ଲାଗିଛନ୍ତି ବନ ବିଭାଗ

ବାରଙ୍ଗ,:- କଟକ ଜିଲ୍ଲା ବାରଙ୍ଗ ଅଞ୍ଚଳ ନିକଟବର୍ତ୍ତୀ ଚନ୍ଦକା-ଡମପଡା ରେଞ୍ଜ ଅଧୀନ ରତାଗଡ଼ ପାହାଡ଼ରେ ହାତୀପଲ ଦେଖି ଗ୍ରାମବାସୀ ଆତଙ୍କିତ ଅବସ୍ଥାରେ ରହିଛନ୍ତି । ଚନ୍ଦକା ବନବିଭାଗ  ଖବର ପାଇ ଘଟଣାସ୍ଥଳରେ ପହଁଚି ହାତୀଙ୍କୁ ଘଉଡାଇବାକୁ ଚେଷ୍ଟା ଜାରି ରଖିଛି । … Read More

ସର୍ଭିସ ବନ୍ଧୁକରୁ ଗୁଳିକରି ଆତ୍ମହତ୍ୟା କଲେ ଯବାନ

ନୂଆପଡ଼ା:- କୋମନା ଥାନା ଅନ୍ତର୍ଗତ ବରକୋଟ ଗାଁରେ ଥିବା CRPF କ୍ୟାମ୍ପରେ ଅଘଟଣ । ନିଜ ସର୍ଭିସ ବନ୍ଧୁକରୁ ଗୁଳିକରି ଆତ୍ମହତ୍ୟା କଲେ ଯବାନ । ମୃତ ଯବାନ ହେଲେ ରାମ ପ୍ରତାପ । ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ଥିବା ବେଳେ, ଘଟଣାସ୍ଥଳରେ … Read More

ପୁଣି ମାତିଲେ ମାଓବାଦୀ, ପ୍ରଜାକୋର୍ଟରେ ଦେଲେ ମୃତ୍ୟୁଦଣ୍ଡ

ମାଲକାନିଗିରି:-ମାଲକାନିଗିରି ପୁଣି ମାତିଲେ ମାଓବାଦୀ । ପ୍ରଜାକୋର୍ଟରେ ଦେଲେ ମୃତ୍ୟୁଦଣ୍ଡ । ମାଲକାନିଗିରି ଜିଲ୍ଲା ମହୁପଦର କେରିମିଟି ଗାଁରେ ପ୍ରଜାକୋର୍ଟରେ ଜଣଙ୍କୁ ହତ୍ୟା କରିଛନ୍ତି ମାଓବାଦୀ । ମୃତକ ହେଲେ ଆନନ୍ଦ । ଗତ ଗୁରୁବାର ଦିନ ଆନନ୍ଦଙ୍କୁ ଘରୁ ଡାକି … Read More

୧୨୦ ଫୁଟ୍‌ ଉଚ୍ଚ ଇଲେକ୍ଟି୍ର ଟାଓ୍ଵାରରେ ଚଢିଥିବା ବ୍ୟକ୍ତିଙ୍କୁ ଉଦ୍ଧାର କଲେ ଅଗ୍ନିଶମ ବିଭାଗ

ନୂଆପଡା:- ଦମ୍‌ ଦେଖାଇଲେ ନୂଆପଡା କୋମନା ଅଗ୍ନିଶମ ବିଭାଗ କର୍ମଚାରୀ । ୧୨୦ ଫୁଟ୍‌ ଉଚ୍ଚ ଇଲେକ୍ଟି୍ର ଟାଓ୍ଵାରରେ ଚଢିଥିବା ବ୍ୟକ୍ତିଙ୍କୁ ଉଦ୍ଧାର କରାଯାଇଛି । ଉଦ୍ଧାର ହୋଇଥିବା ବ୍ୟକ୍ତିଙ୍କ ନାଁ ସନ୍ତୋଷ ଅହିର । ତାଙ୍କ ବୟସ ୨୫ ବର୍ଷ … Read More

ଘର ଭିତରୁ ମୁମୂର୍ଷୁ ଅବସ୍ଥାରେ ଅର୍ଦ୍ଧଦଗ୍ଧ ମହିଳା ଉଦ୍ଧାର,ନିଆଁ ଲଗାଇଦେଲେ ଧରମ ଭାଇ

ଭୁବନେଶ୍ବର:- ବାଲିପାଟଣା ପଦ୍ମପୁରରେ ଘଟିଛି ଅଭାବନୀୟ ଘଟଣା । ଘର ଭିତରୁ ମୁମୂର୍ଷୁ ଅବସ୍ଥାରେ ଅର୍ଦ୍ଧଦଗ୍ଧ ମହିଳା ଉଦ୍ଧାର । ଗୁରୁତର ମହିଳା ହେଉଛନ୍ତି ପଦ୍ମପୁର ଗାଁର ମାମୁନୀ ମାଣିଆ । ଗୁରୁତର ଅବସ୍ଥାରେ ମାମୁନୀଙ୍କୁ ପ୍ରଥମେ ନିମାପଡ଼ା ଓ ପରେ … Read More

ପୋଲିସ ହାତରେ ହାଇପ୍ରୋଫାଇଲ ଠକ, ଅଧିକ ସୁଧର ଲୋଭ ଦେଖାଇ ଠକିଛି ୪କୋଟି

ଭୁବନେଶ୍ବର:- ଲୋକଙ୍କ ସଞ୍ଚିତ ଅର୍ଥକୁ ହଡପ କରି ଦେଢ ବର୍ଷ ଧରି ଫେରାର ଥିବା ପ୍ରଭାକର ଜେନାଙ୍କୁ ସାମନ୍ତରାପୁରରୁ ଗିରଫ କରିଛି ମଞ୍ଚେଶ୍ୱର ପୋଲିସ । କମ୍ ଦିନରେ ଅଧିକ ସୁଧର ଲୋଭ ଦେଖାଇ ଲୋକଙ୍କୁ ୪ କୋଟିର ଚୂନ ଲଗାଇ ଦେଇଛି … Read More