ରାଜଧାନୀରୁ ଅପହୃତ ଯୁବକଙ୍କୁ ଉଦ୍ଧାର, ୩ ଅଭିଯୁକ୍ତ ଗିରଫ
ଭୁବନେଶ୍ୱର :-ମଙ୍ଗଳବାର (ଗତକାଲି) ସନ୍ଧ୍ୟାରେ ରାଜଧାନୀ ଭୁବନେଶ୍ୱରରୁ ଜଣେ ଯୁବକଙ୍କୁ ଅପହରଣ କରାଯାଇଥିବା ବେଳେ ବଡ଼ଗଡ଼ ପୁଲିସ୍ ଆଜି ତାଙ୍କୁ ଉଦ୍ଧାର କରିବା ସହିତ ୩ ଅପହର୍ତ୍ତାଙ୍କୁ ଗିରଫ କରିଛି। ଅପହର୍ତ୍ତାମାନଙ୍କୁ କୋର୍ଟ ଚାଲାଣ କରାଯାଇଛି। ଗିରଫ ଅଭିଯୁକ୍ତମାନେ ହେଉଛନ୍ତି- ବାଲିଅନ୍ତା … Read More










